ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ୍.ଆଇ୍ ପରିଜାଙ୍କ ପରଲୋକ
କଟକ: ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ୍.ଆଇ ପରିଜାଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। କଟକର ଏକ ଘରୋଇ ହସ୍ପିଟାଲରେ ଆଜି ସକାଳେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଖ୍ୟାତନାମା ବୈଜ୍ଞାନିକ ପ୍ରାଣକୃଷ୍ଣ ପରିଜାଙ୍କ ପୁଅ ହେଉଛନ୍ତି ଏଲ୍.ଆଇ ପରିଜା। ଗତ ଶନିବାର ଦିନ ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
କଟକ: ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ୍.ଆଇ ପରିଜାଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। କଟକର ଏକ ଘରୋଇ ହସ୍ପିଟାଲରେ ଆଜି ସକାଳେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।
ଖ୍ୟାତନାମା ବୈଜ୍ଞାନିକ ପ୍ରାଣକୃଷ୍ଣ ପରିଜାଙ୍କ ପୁଅ ହେଉଛନ୍ତି ଏଲ୍.ଆଇ ପରିଜା। ଗତ ଶନିବାର ଦିନ ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।