• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ଶଙ୍ଖ ଧରିଲେ ଚକ୍ରଧର। କଂଗ୍ରେସର ପୂର୍ବତନ ବିଧାୟକ ଚକ୍ରଧର ପାଇକ ଆଜି ବିଜେଡିରେ ସାମିଲ ହୋଇଛନ୍ତି।

ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ସହ ସେ ବିଜେଡିରେ ଯୋଗ ଦେଇଛନ୍ତି।

ଗଜପତି ଜିଲ୍ଲା ମୋହନାର ପୂର୍ବତନ ବିଧାୟକ ଚକ୍ରଧର ପାଇକ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

Former-congress-mla-chakradhar-paika-joins-bjd
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories