• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ବିଜେପିରେ ଯୋଗଦେଲେ ମହିଳା କଂଗ୍ରେସର ପୂର୍ବତନ ଉପସଭାନେତ୍ରୀ ଜୟଶ୍ରୀ ପଟ୍ଟନାୟକ। କଂଗ୍ରେସରୁ ଇସ୍ତଫା ଦେବା ପରେ ଜୟଶ୍ରୀ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେପିରେ ମିଶିଥିବା କହିଛନ୍ତି। ତାଙ୍କ ସହ ଖୋର୍ଦ୍ଧା ଜିଲ୍ଲାର କିଛି ନେତା ଓ କର୍ମୀ ବିଜେପି ରାଜ୍ୟ ମୁଖ୍ୟାଳୟରେ ଦଳରେ ଯୋଗଦାନ କରିଛନ୍ତି।

ଗତ ଗୁରୁବାର ଦିନ ଜୟଶ୍ରୀ ପଟ୍ଟନାୟକ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ଉପସଭାନେତ୍ରୀ ଓ ଓପିସିସି ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।

https://youtu.be/YoX7q1Qtx9U

Former-mahila-congress-vice-president-jayshree-patnaik-joins-bjp-12
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories