ସହିଦଙ୍କ ସମ୍ପର୍କୀୟଙ୍କୁ ଦେବାଶିଷଙ୍କ ଦୁର୍ବ୍ୟବହାର ନେଇ ଦାମଙ୍କ କଡ଼ା ପ୍ରତିକ୍ରିୟା

ଭୁବନେଶ୍ୱର: ପାକିସ୍ତାନୀ ୟୁଟ୍ୟୁବ୍‌ ଚାନେଲ୍‌ରେ ଦେବାଶିଷ ସାମନ୍ତରାୟଙ୍କ ଏଭଳି ଆଚରଣକୁ ନେଇ ଚର୍ଚ୍ଚା ହେବା ପରେ ତୀବ୍ର ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଧାୟକ ଡାକ୍ତର ଦାମୋଦର ରାଉତ।

ତାଙ୍କର ଔଦ୍ଧତ୍ୟ ଏବଂ ଅଶାଳୀନ ବ୍ୟବହାରକୁ ଯେତେବେଳେ ପାକିସ୍ତାନରେ ଏଭଳି ଚର୍ଚ୍ଚା ହେଉଛି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଜେଲ୍‌ରେ କାହିଁକି ପୂରାଉ ନାହାଁନ୍ତି ବୋଲି କହିଛନ୍ତି ଦାମ।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଯଦି ନବୀନ ତାହା ନ କରିବେ ତେବେ ତାଙ୍କ ସହ ଦେବାଶିଷଙ୍କର କ’ଣ ଗୋପନୀୟ ସମ୍ପର୍କ ରହିଛି, ସେକଥା ସର୍ବସାଧାରଣରେ ପ୍ରକାଶ କରନ୍ତୁ ବୋଲି ଦାମ କହିଛନ୍ତି। ଦାମଙ୍କ ଏଭଳି ମନ୍ତବ୍ୟ ନେଇ ବିଜେଡିର କୌଣସି ପ୍ରତିକ୍ରିୟା ମିଳିପାରିନି।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like