ପୂର୍ବତନ ଓଡ଼ିଶା ଆୟୁଷ ନିର୍ଦ୍ଦେଶକ ବିଭୂ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ପୂର୍ବତନ ଓଡ଼ିଶା ଆୟୁଷ ନିର୍ଦ୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। 

OAS ବିଭୂ ଷଡ଼ଙ୍ଗୀ ସ୍ୱତନ୍ତ୍ର ସଚିବ ପାହ୍ୟା ଅଫିସର ଥିଲେ। ତାଙ୍କ ନାଁରେ ମହିଳା ସହକର୍ମୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ ଆସିଥିଲା।

ସୂଚନାଥାଉ କି, ଜୁଲାଇ ୯ରେ ବିଭୂ ପ୍ରସାଦଙ୍କୁ ମହିଳା ଥାନା ପୋଲିସ୍‌ ଗିରଫ କରିଥିଲା। ଗିରଫ ପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିଲା।

ପଢ଼ନ୍ତୁ: ଗିରଫ ହେଲେ ରାଜ୍ୟ ଆୟୁଷ ନିର୍ଦ୍ଦେଶକ

 

You might also like