ବିଜେପି ନେତା ଜୟନାରାୟଣ ମିଶ୍ରଙ୍କୁ ଜାମିନ

ଭୁବନେଶ୍ୱର: ବିଜେପି ନେତା ଜୟନାରାୟଣ ମିଶ୍ରଙ୍କୁ ଜାମିନ ମିଳିଛି। ବନାବିରା ଗୁଳିକାଣ୍ଡ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ୫୦ ହଜାର ଟଙ୍କା ଲେଖାଏଁ ୨ ଜାମିନଦାର ବଦଳରେ ତାଙ୍କୁ ଜାମିନ ମିଳିଛି।

ନିମ୍ନ ଅଦାଲତଙ୍କ ବିନା ଅନୁମତିରେ ବାହାରକୁ ନଯିବାକୁ ସର୍ତ୍ତ ରହିଛି ବୋଲି ଜୟନାରାୟଣଙ୍କ ଓକିଲ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି।

You might also like