• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ପୂର୍ବତନ ପୋଲିସ ଡିଜି ଜନ୍ ନାୟକଙ୍କ କରୋନାରେ ପରଲୋକ ହୋଇଯାଇଛି। ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅଭୟ। ଗତକାଲି ରାତିରେ ତାଙ୍କର ପରଲୋକ ହୋଇଥିବା ଡିଜିପି  ସୂଚନା ଦେଇଛନ୍ତି।

ମୃତ୍ୟୁ ବେଳକୁ ଡିଜି ଜନ୍‌ ନାୟକଙ୍କୁ ୭୮ ବର୍ଷ ହୋଇଥିଲା। ୧୯୬୫ ବ୍ୟାଚର IPS ଅଫିସର ଜନ୍‌ ୨୦୦୨ରେ ଅବସର ନେଇଥିଲେ। ଆଦିବାସୀ ଅଧ୍ୟୁଷିତ ଫୁଲବାଣୀ ଜିଲ୍ଲାର ଏକ ଗାଁରୁ ଆସି ଡିଜି ପଦବୀରେ ଆସୀନ ହୋଇଥିଲେ ଜନ୍‌ ନାୟକ। ସେ ଅତ୍ୟନ୍ତ ଭଦ୍ର, ନମ୍ର ଓ ଅମାୟିକ ବ୍ୟକ୍ତି ଥିଲେ।

ସ୍ୱର୍ଗତ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ଡିଜିପି।

Former-police-dg-john-nayak-passes-away
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories