କରୋନାରେ ଆଖି ବୁଜିଲେ ପୂର୍ବତନ ପୋଲିସ ଡିଜି ଜନ୍ ନାୟକ

ଭୁବନେଶ୍ୱର: ପୂର୍ବତନ ପୋଲିସ ଡିଜି ଜନ୍ ନାୟକଙ୍କ କରୋନାରେ ପରଲୋକ ହୋଇଯାଇଛି। ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅଭୟ। ଗତକାଲି ରାତିରେ ତାଙ୍କର ପରଲୋକ ହୋଇଥିବା ଡିଜିପି  ସୂଚନା ଦେଇଛନ୍ତି।

ମୃତ୍ୟୁ ବେଳକୁ ଡିଜି ଜନ୍‌ ନାୟକଙ୍କୁ ୭୮ ବର୍ଷ ହୋଇଥିଲା। ୧୯୬୫ ବ୍ୟାଚର IPS ଅଫିସର ଜନ୍‌ ୨୦୦୨ରେ ଅବସର ନେଇଥିଲେ। ଆଦିବାସୀ ଅଧ୍ୟୁଷିତ ଫୁଲବାଣୀ ଜିଲ୍ଲାର ଏକ ଗାଁରୁ ଆସି ଡିଜି ପଦବୀରେ ଆସୀନ ହୋଇଥିଲେ ଜନ୍‌ ନାୟକ। ସେ ଅତ୍ୟନ୍ତ ଭଦ୍ର, ନମ୍ର ଓ ଅମାୟିକ ବ୍ୟକ୍ତି ଥିଲେ।

ସ୍ୱର୍ଗତ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ଡିଜିପି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like