ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା।

ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି।

You might also like