ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ୮୧ ବର୍ଷରେ ତାଙ୍କର ଦେହାନ୍ତ ହୋଇଛି। ପରଲୋକ ନେଇ ଶରତଙ୍କ ପୁଅ ସୁମନ କରଙ୍କ ସୂଚନା ଦେଇଛନ୍ତି।

ବିଧାନସଭା ବାଚସ୍ପତି ସହ ଏକାଧିକ ଥର ମନ୍ତ୍ରୀ ଥିଲେ ଶରତ କର। ସେ ଗତ କିଛି ଦିନ ହେଲେ କରୋନାରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ।

ଶରତ କର ମାହାଙ୍ଗା ନିର୍ବାଚନ ମଣ୍ଡଳୀରୁ ୧୯୭୧, ୧୯୯୦ ଓ ୨୦୦୦ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଶିକ୍ଷା, ସଂସ୍କୃତି ଭଳି ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ।

୨୦୦୦ ମସିହାରେ ସେ ବାଚସ୍ପତି ହୋଇଥିଲେ। ୧୯୭୭ ମସିହାରେ ସେ କଟକ ସଂସଦୀୟ କ୍ଷେତ୍ରରୁ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ହରାଇ ସାଂସଦ ହୋଇଥିଲେ।

ଶରତ କରଙ୍କ ଘର କଟକ ଜିଲ୍ଲା ମାହାଙ୍ଗା ବ୍ଲକ ଅଡ଼ମମହେସପୁର ଗାଁରେ। ସେ ୧୯୩୯ ମସିହା ସେମ୍ବେର ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ ତାଙ୍କ ବିୟୋଗରେ ସାରା ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି

ଆହୁରି ପଢ଼ନ୍ତୁ

ଡିନାମାଇଟ୍‌ ଦେଇ ନଦୀବନ୍ଧ ଉଡାଇବା ଅଭିଯୋଗ; ବିଧାୟକଙ୍କ ସମେତ ୬ ଜଣଙ୍କୁ ନୋଟିସ୍‌ କଲେ ଲୋକାୟୁକ୍ତ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

You might also like