• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ବଲାଙ୍ଗିର: ନିଆଁରେ ପୋଡ଼ି ହୋଇ ଗୋଟିଏ ପରିବାରର ୪ଜଣ ଗୁରୁତର। ସୁବର୍ଣ୍ଣପୁର ଜିଲ୍ଲା ତରଭା ସହରର ନୂଆ ପଡ଼ାରେ ଏହି ଅଘଟଣ ଘଟିଛି। ଆହତଙ୍କ ମଧ୍ୟରେ ସ୍ୱାମୀ ସ୍ତ୍ରୀ ଓ ସେମାନଙ୍କର ଦୁଇ ଛୋଟ ଛୁଆ ଅଛନ୍ତି। ସମସ୍ତଙ୍କୁ ବଲାଙ୍ଗିରର ଭୀମଭୋଇ ମେଡିକାଲ୍‌ କଲେଜ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ପାରିବାରିକ କଳହକୁ କେନ୍ଦ୍ର କରି ମହିଳା ଜଣକ ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ। ତେବେ ଏହି ସମୟରେ ସ୍ତ୍ରୀକୁ ବଞ୍ଚାଇବାକୁ ଯାଇ ଗୁରୁତର ହୋଇଥିବା କୁହାଯାଉଛି। ଏଥିରେ ସେମାନଙ୍କର ଦୁଇ ଛୁଆ ମଧ୍ୟ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।

ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

Four-members-of-the-family-including-two-minors-sustain-burn-injuries
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories