ଆଜିଠୁ ସାରା ରାଜ୍ୟରେ ଆରମ୍ଭ ହେଲା ପକ୍ଷୀଗଣନା

ବ୍ରହ୍ମଗିରି : ଆଜିଠୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ପକ୍ଷୀଗଣନା। ବ୍ରହ୍ମଗିରି ନିକଟ ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ନନ୍ଦନକାନନ ଓ ଶିମିଳିପାଳ ସମେତ ରାଜ୍ୟର ବିଭିନ୍ନ ବନ୍ୟପ୍ରାଣୀ ଡିଭିଜନ୍‌ରେ ପକ୍ଷୀ ଗଣନା କରାଯିବ।

ଏହାପରେ ଭିତରକନିକା ଓ ହୀରାକୁଦ ବନଖଣ୍ଡରେ ହେବ ପକ୍ଷୀ ଗଣନା। ଏଥିପାଇଁ ୨୫ରୁ ଅଧିକ ସ୍ୱତନ୍ତ୍ର କ୍ୟାମ୍ପ କରାଯାଇଛି। ବ୍ରହ୍ମଗିରି ରେଞ୍ଜରେ ୩ଟି ଟିମ୍ ୩ଟି ରୁଟ୍‌ରେ ଯାଇ ପକ୍ଷୀ ଗଣନା ଆରମ୍ଭ କରିଛନ୍ତି।

ପକ୍ଷୀ ଗଣନା ପାଇଁ ନିୟୋଜିତ ହେବେ ପ୍ରାୟ ଏକ ହଜାରରୁ ଅଧିକ ବନ କର୍ମଚାରୀ, ସ୍ୱେଚ୍ଛାସେବୀ ଓ ପକ୍ଷୀପ୍ରେମୀ। ସେହିଭଳି ୬ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ନଦୀରେ କୁମ୍ଭୀର ଗଣନା ମଧ୍ୟ ହେବ।

ଭିତରକନିକା, ମହାନଦୀ, ଘୋଡ଼ାହାଡ଼ ଓ ଶିମିଳିପାଳରେ ଥିବା ବିଭିନ୍ନ ନଦୀରେ କୁମ୍ଭୀର ଗଣନା କରାଯିବ। ଏହାପରେ ୧୯ ରେ ଡଲ୍‌ଫିନ୍ ଗଣନା କରାଯିବ।

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like