ଗୀତରେ ଗୀତରେ କରୋନା ସଚେତନତା

ଗଜପତି: କରୋନା ନେଇ ଜନସାଧାରଣଙ୍କୁ ସଚେତନ କରାଇବାକୁ ଗଜପତି ପୋଲିସର ଅଭିନବ ପ୍ରୟାସ। ସଚେତନତା ପାଇଁ ଗଜପତି ପୋଲିସ ପକ୍ଷରୁ ଏକ ଗୀତ ପ୍ରସ୍ତୁତ କରାଯାଇଛି। ଗଜପତି ଏସ୍ପି ସାରା ଶର୍ମା ଏହି ଗୀତକୁ ଉନ୍ମୋଚନ କରିଛନ୍ତି।

ଗୀତଟିକୁ ବୋଲିଛନ୍ତି ମୋହନା ଥାନା ଅଧିକାରୀ ସୁଜିତ କୁମାର ନାୟକ। କରୋନା ସଂପର୍କରେ ଜନସାଧାରଣଙ୍କୁ ସଚେତନ କରିବାରେ ଗୀତଟି ସହାୟକ ହେବ ବୋଲି କୁହାଯାଇଛି। ଥାନା ଅଧିକାରୀଙ୍କ ଉଦ୍ୟମକୁ ଏସ୍‌ପି ସାରା ପ୍ରଶଂସା କରିଛନ୍ତି।

 

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like