ଜେଲ୍‌କୁ ଫେରିଲା ଗ୍ୟାଙ୍ଗଷ୍ଟର ଟିଟୋ

ସରିଲା ୧୨ ଦିନର ରିମାଣ୍ଡ ଅବଧି

କେନ୍ଦ୍ରାପଡ଼ା : ୧୨ ଦିନର ରିମାଣ୍ଡ ଅବଧି ସରିବା ପରେ ବାରିମୂଳ ଜେଲ୍‌କୁ ଫେରିଛି ଗ୍ୟାଙ୍ଗଷ୍ଟର ଟିଟୋ । ୩ଟି ପର୍ଯ୍ୟାୟରେ ୧୨ ଦିନ ଧରି  ଜେରା କରିଥିଲା କ୍ରାଇମବ୍ରାଞ୍ଚ । ରିମାଣ୍ଡ ସମୟରେ ଟିଟୋର ବ୍ୟବସାୟିକ ସାମ୍ରାଜ୍ୟ, ଅପରାଧିକ ଲିଙ୍କ୍ ଏବଂ ଅର୍ଥନୈତିକ କାରବାର ସଂପର୍କରେ ଖୋଳତାଡ଼ କରିଥିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ ।

ଅଧିକ ରିମାଣ୍ଡ ପାଇଁ କ୍ରାଇମବ୍ରାଞ୍ଚ ଅାବେଦନ ନ କରିବାକୁ ଅାଜି ଟିଟୋକୁ ଜେଲକୁ ପଠାଇ ଦିଅାଯାଇଛି।

 

 

ଆହୁରି ପଢ଼ନ୍ତୁ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

You might also like