ଏନ୍‌କାଉଣ୍ଟରରେ ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ଆହତ

କଟକ: କଟକ ସିଡିଏ ସେକ୍ଟର-୧୩ରେ ଏନ୍‌କାଉଣ୍ଟର। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ତଥା ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ବୁଧିଆ ଦାସ ଆହତ ହୋଇଛି। ତାର ଡାହାଣ ଗୋଡରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାକୁ ଏସ୍‌ସିବିରେ ଭର୍ତ୍ତି କରାଯାଇଛି।

ବୁଧିଆକୁ ଧରିବା ପାଇଁ ଗତକାଲି ବିଳମ୍ବିତ ରାତିରେ ଚାଉଳିଆଗଞ୍ଜ ପୁଲିସ୍‌ ସିଡିଏ ସେକ୍ଟର-୧୩ ଅଞ୍ଚଳରେ  ଚଢାଉ କରିଥିଲା। ଏହି ସମୟରେ ବୁଧିଆ ପୁଲିସ୍‌ ଦେଖି ଗୁଳି ଚଳାଇଥିଲା। ଯାହାର ପାଲଟା ଜବାବରେ ପୁଲିସ୍ ତାକୁ ଏନ୍‌କାଉଣ୍ଟର କରିଥିଲା। ପୁଲିସ୍‌ ବୁଧିଆ ନିକଟରୁ ଗୋଟିଏ ବନ୍ଧୁକ ଓ ୨ଟି ଗୁଳି ଜବତ କରିଛି।

ବୁଧିଆ ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ବୋଲି ଜଣାପଡ଼ିଛି। ତା’ ନାଁରେ ହତ୍ୟା ଉଦ୍ୟମ, ଡକାୟତି ଭଳି ୩୦ରୁ ଅଧିକ ଅପରାଧିକ ମାମଲା ବିଭିନ୍ନ ଥାନାରେ ରହିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like