ବରଦାନ ସାଜିଲା ପ୍ଲାଜମା ଥେରାପି; ୩ ସୁସ୍ଥ ହେଲେ

ଗଞ୍ଜାମ: ବରଦାନ ସାଜିଲା ପ୍ଲାଜମା ଥେରାପି। ଗଞ୍ଜାମ ଜିଲ୍ଲାରେ ପ୍ଲାଜମା ନେଇଥିବା ତିନି ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ। ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ପ୍ଲାଜମା ଥେରାପି ନେଇଥିବା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଶୁଭେଚ୍ଛା ଜଣାଇଛନ୍ତି।

ଡାକ୍ତରଙ୍କ ଅତୁଳନୀୟ ଅବଦାନ ଓ ପ୍ରଚେଷ୍ଟା ଯୋଗୁ ଏହା ସମ୍ଭବ ହୋଇଥିବାରୁ ଏନେଇ ଡାକ୍ତରଙ୍କୁ ଶୁଭେଚ୍ଛା ଜଣାଯାଇଛି। ଗଞ୍ଜାମରେ ଅନ୍ୟ କିଛି କରୋନା ଆକ୍ରାନ୍ତଙ୍କୁ ବି ପ୍ଲାଜମା ଥେରାପି ଦିଆଯାଇଛି। ଜିଲ୍ଲାରେ ଏବେ ୨୯୧ ଜଣ ପ୍ଲାଜମା ଦାନ କରିବାକୁ ଇଚ୍ଛୁକ ଥିବା ବ୍ୟକ୍ତିଙ୍କ ତାଲିକା ପ୍ରସ୍ତୁତ ହୋଇଛି। ଖୁବ୍ ଶୀଘ୍ର ଏମାନଙ୍କଠୁ ପ୍ଲାଜମା ସଂଗ୍ରହ କରାଯିବ ବୋଲି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ। ଏହାପୂର୍ବରୁ କଟକର ଜଣେ ଆକ୍ରାନ୍ତ ପ୍ଲାଜମା ଥେରାପି ନେଇ ସୁସ୍ଥ ହୋଇଥିଲେ।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like