ଗଞ୍ଜାମ-ଖୋର୍ଦ୍ଧା ବର୍ଡର ସିଲ୍‌

ଗଞ୍ଜାମ: ସିଲ୍‌ ହେଲା ଗଞ୍ଜାମ-ଖୋର୍ଦ୍ଧା ବର୍ଡର। ଏହାସହ କାହାକୁ ଭୁବନେଶ୍ୱର ଯିବା ପାଇଁ ଅନୁମତି ମିଳିବ ନାହିଁ ବୋଲି ଟ୍ୱିଟ୍‌ କରି ଗଞ୍ଜାମ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି।

ଦିନକୁ ଦିନ ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ଜଣାପଡ଼ିଛି।

ସୂଚନାଥାଉ କି, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ହଜାର ଟପି ଥିବାବେଳେ ମୃତ୍ୟୁ ସଂଖ୍ୟା ୪୨ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like