ସମୁଦ୍ର କୂଳରେ ବିଛା ଯାଇଥିବା ଜିଓ ସିନ୍ଥେଟିକ୍‌ ଟ୍ୟୁବ୍‌ରେ ଅଗ୍ନିକାଣ୍ଡ

ପଟ୍ଟାମୁଣ୍ଡାଇ(ପ୍ରବୀର କୁମାର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ପେଣ୍ଠ ଗାଁ ନିକଟ ସମୁଦ୍ର କୂଳରେ ବିଛା ଯାଇଥିବା ଜିଓ ସିନ୍ଥେଟିକ୍ ଟ୍ୟୁବ୍‌ରେ ନିଆଁ ଲାଗିଯାଇଛି। ଗତକାଲି ରାତିରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି।

ଆଜି ଭୋର୍‌ ସମୟରେ କିଛି ଗ୍ରାମବାସୀ ଏଥିରେ ନିଆଁ ଲାଗିଥିବା ଦେଖି ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

odisha

ଏ ଅଗ୍ନିକାଣ୍ଡ କେମିତି ଘଟିଲା, ତାହା ସ୍ପଷ୍ଟ ହୋଇପାରିନି।

ରାଜନଗର ଉପକୂଳରେ ଥିବା ୫୪ ଗାଁକୁ ସମୁଦ୍ର ଦାଉରୁ ରକ୍ଷା କରିବାକୁ ଏହି  ଜିଓ ସିନ୍ଥେଟିକ୍‌ ଟ୍ୟୁବ୍‌ ବିଛା ଯାଇଛି।  କେନ୍ଦ୍ର ସରକାର  ୩୩ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ ନିର୍ମାଣ କରିଛନ୍ତି। 

ଆହୁରି ପଢ଼ନ୍ତୁ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

ଖୋଲା ଜିପ୍‌ରେ ବସି ପ୍ରଚାର କଲେ ବେଣୁଧର

ଉପନିର୍ବାଚନ ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ମଇଦାନକୁ ନଯାଇ ପ୍ରଚାର କଲେ ନବୀନ

ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କୁ  ନିରଞ୍ଜନଙ୍କ ପ୍ରଶ୍ନ; ନିଜେ ସୁରକ୍ଷିତ ରହି ଲୋକଙ୍କୁ କାହିଁକି ବିପଦକୁ ଠେଲୁଛ ?

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଦିନକରେ ୧୧୦ ପଜିଟିଭ ଚିହ୍ନଟ

ତିର୍ତ୍ତୋଲ ପାଇଁ ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

You might also like