ବାଜି ମାରିନେଲେ ଝିଅ

ଭୁବନେଶ୍ୱର: ଆଜି ପ୍ରକାଶ ପାଇଛି ମାଟ୍ରିକ୍‌ ରେଜଲ୍ଟ। ଭିଡିଓ କନ୍‌ଫରେନ୍ସିଂରେ ରେଜଲ୍ଟ ପ୍ରକାଶ ପାଇଛି। ରେଜଲ୍ଟ ପ୍ରକାଶ ନେଇ ବିଧିବଦ୍ଧ ଭାବେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଘୋଷଣା କରିଛନ୍ତି। ଚଳିତ ବର୍ଷ ମାଟ୍ରିକ ପାସ୍ ହାର ୭୮.୭୬% ରହିଛି। ଚଳିତ ବର୍ଷ ୫,୩୪,୮୪୩ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪,୨୧,୨୫୬ କୃତକାର୍ଯ୍ୟ ହୋଇଛନ୍ତି।

ଚଳିତ ବର୍ଷ ପାସ୍‌ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଚଳିତ ବର୍ଷ ଝିଅଙ୍କ ପାସ୍ ହାର ୮୧.୯୮% ଥିବାବେଳେ ପୁଅଙ୍କ ପାସ୍ ହାର ୭୭.୮% ରହିଛି।

ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ ୱେବ୍‌ସାଇଟ୍‌ ଓ SMS ମାଧ୍ୟମରେ ଜାଣିପାରିବେ। ବୋର୍ଡର ୨ଟି ୱେବ୍‌ସାଇଟ୍‌ www. bseodisha.ac.in , www.bseodisha.nic.in ଓ SMSରେ ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ।

ଆହୁରି ମଧ୍ୟ ପଢ଼ନ୍ତୁ: ପ୍ରକାଶ ପାଇଲା ମାଟ୍ରିକ୍‌ ରେଜଲ୍ଟ, ପାସ୍‌ ହାର ୭୮.୭୬%

ଆହୁରି ପଢ଼ନ୍ତୁ

ବାଜିରେ ଲାଗିଛି ଜୀବନ: ଉଛୁଳା ନଦୀରେ କାନ୍ଧରେ ସାଇକେଲ୍‌ ରଖି ନଦୀ ପାର୍‌ ହେଉଛନ୍ତି ଲୋକେ

ଅଡିଓ ଭାଇରାଲ୍‌ ମାମଲା: ୨ ଗିରଫ, ଭାଇରାଲ୍‌ କରିଥିବା ମାନିଲେ ବିଶ୍ୱଜିତ୍‌

ଓଡ଼ିଶାରେ କରୋନା ନେଲା ଆଉ ୧୪ ଜୀବନ

ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

ଶୋଇଥିବା ବେଳେ ବୃଦ୍ଧାଙ୍କୁ ହତ୍ୟା

‘ଭାଇରାଲ ଅଡିଓ ବ୍ୟକ୍ତିଙ୍କୁ ଉଠାଇ ନେଲା ପୋଲିସ୍’

କରୋନା ମୃତ୍ୟୁ ପଞ୍ଝାରେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା

କଟକ ସହରରୁ ୧୨୨ ପଜିଟିଭ ଚିହ୍ନଟ

ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୧୫୪୩ ଆକ୍ରାନ୍ତ

୫ ଦିନ ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଚିନ୍ତା ବଢାଉଛି କଟକର ୩ ଅଞ୍ଚଳ, ଖୋଲିବ ଆଉ ଏକ କୋଭିଡ୍ ହସ୍ପିଟାଲ

ରାଜଧାନୀରୁ ୧୬୬ କରୋନା ପଜିଟିଭ ଚିହ୍ନଟ, ୬୮ ଲୋକାଲ କେସ୍

You might also like