ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ସୁନା ଜବତ

ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ସୁନା ଜବତ ବ୍ୟାଙ୍କ୍‌କରୁ କୋଲକାତା ଆସୁଥିବା ଜଣେ ଯାତ୍ରୀଙ୍କ ଠାରୁ କଷ୍ଟମ ବିଭାଗ ୨୮୩ ଗ୍ରାମ୍‌ ସୁନା ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୦ଲକ୍ଷ ଟଙ୍କା ହେବ।

ବ୍ୟକ୍ତି ଜଣଙ୍କ ନିଜ ପୋଷାକ ବୋତାମରେ ସୁନା ଆଣୁଥିଲେ। ତେବେ କୌଣସି ସୂତ୍ରରୁ ଖବର ପାଇଁ କଷ୍ଟମ ବିଭାଗ ସୁନାକୁ ଜବତ କରିଥିଲା।

You might also like