• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ‘ବୁଲବୁଲ’କୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହା ସହିତ ନଭେମ୍ବର ୯ ଓ ୧୦ତାରିଖରେ ଥିବା ସରକାରୀ ଛୁଟିକୁ ମଧ୍ୟ ବାତିଲ କରାଯାଇଛି।

ଜିଲ୍ଲାପାଳଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶାନାମାରେ କୁହାଯାଇଛି ଯେ ‘ବୁଲବୁଲ’ ପ୍ରଭାବରେ ଜିଲ୍ଲାରେ ପ୍ରବଳ ବର୍ଷା ସହ ୫୦ରୁ ୬୦କି.ମି. ବେଗରେ ପବନ ବୋହିବାର ଆଶଙ୍କା ରହିଛି। ତେଣୁ ନଭେମ୍ବର୯ ଓ ୧୦ତାରିଖରେ ଥିବା ସରକାରୀ ଛୁଟିକୁ ବାତିଲ କରାଯାଇଛି। ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ ଏହି ଦୁଇଦିନ ଖୋଲା ରହିବ।

ଅଫିସରମାନେ ନିଜ ନିଜର ଅଫିସରେ ଉପସ୍ଥିତ ରହିବେ ଓ କର୍ମଚାରୀଙ୍କ ସମସ୍ତ ପ୍ରକାରର ଛୁଟିକୁ ରଦ୍ଦ କରାଗଲା ବୋଲି ଜିଲ୍ଲାପାଳ ସିତାଂଶୁ ରାଉତ ସୂଚନା ଦେଇଛନ୍ତି।

Government-employees-holiday-cancelled-in-khurda-district-for-cyclone
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories