ଆତଙ୍କିତ ନ ହେବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାର ସମ୍ଭାବ୍ୟ ବାତ୍ୟା ପାଇଁ ପୁରା ପ୍ରସ୍ତୁତ। ଫୋନି ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ହୋଇଛି। ବୈଠକ ପରେ ମୁଖ୍ୟମନ୍ତ୍ରୀ ଆତଙ୍କିତ ନହେବାକୁ ମଧ୍ୟ ପରମର୍ଶ ଦେଇଛନ୍ତି।

ସଚିବାଳୟରେ ବିଭିନ୍ନ ବିଭାଗର ସଚିବଙ୍କୁ ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ ଶକ୍ତି, ସ୍ୱାସ୍ଥ୍ୟ, ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ ଓ ପୂର୍ତ୍ତ ସଚିବ ଉପସ୍ଥିତ ଥିଲେ। ବାତ୍ୟା ଓ ପରବର୍ତ୍ତୀ ଥଇଥାନ ନେଇ ବୈଠକରେ ଆଲୋଚନା ହୋଇଥିଲା।

ସମ୍ଭାବ୍ୟ ବାତ୍ୟା ପରବର୍ତ୍ତୀ ସମୟରେ ତୁରନ୍ତ ପୁନରୁଦ୍ଧାର କାର୍ଯ୍ୟ ପାଇଁ ମଧ୍ୟ  ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀ ଟେଲିକମ୍ ସର୍ଭିସ ପ୍ରୋଭାଇଡରମାନଙ୍କ  ସହ  ‌ଆଲୋଚନା କରିସାରିଛନ୍ତି। ପ୍ରଭାବିତ ହେବକୁ ଥିବା ଅଞ୍ଚଳରେ ଟେଲି ଯୋଗାଯୋଗ ଅବ୍ୟାହତ ରଖିବା ପାଇଁ ସେମାନେ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀଙ୍କୁ  ଜଣାଇଥଲେ।

ଆହୁରି ପଢ଼ନ୍ତୁ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

You might also like