• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sarbeswar

ଭୁବନେଶ୍ୱର: ଇଂଜିନିୟରିଂ ପିଲାଙ୍କ ହଷ୍ଟେଲ ଫି ଛାଡ଼ କଲେ ରାଜ୍ୟ ସରକାର। ଇଂଜିନିୟରିଂ ଓ ପଲିଟେକନିକ୍ ପିଲାଙ୍କ ହଷ୍ଟେଲ ଫି ଛାଡ଼ ହୋଇଛି। କରୋନା ପାଇଁ ହଷ୍ଟେଲ ବନ୍ଦ ଥିବାରୁ ଫି ଛାଡ଼ କରିଛନ୍ତି ସରକାର। ୨୦୨୦ ଏପ୍ରିଲରୁ ୨୦୨୦ ଡିସେମ୍ବର ଯାଏ ବନ୍ଦ ରହିଥିଲା ହଷ୍ଟେଲ। ପ୍ରାୟ ୧୭୦୧୨ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି ଛାଡ଼ ଘୋଷଣା ହୋଇଛି। ତେବେ କରୋନା  କାଳରେ ହଷ୍ଟେଲରେ ପିଲାମାନେ ରହିନଥିଲେ, ତେଣୁ ଏମିତି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।

https://youtu.be/Myp1vRoOGfo

Govt-waives-off-hostel-fee-for-engineering-polytechnic-students
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories