ମହାନଦୀ କୂଳରେ ସବୁଜ ବଳୟ ପାଇଁ ଲକ୍ଷ୍ୟ

ବୌଦ୍ଧ: ମହାନଦୀ ସୁରକ୍ଷା ଓ ମହାନଦୀର ପରିବେଶକୁ ସବୁଜ ସୁନ୍ଦର କରିବା ପାଇଁ ବୌଦ୍ଧ ଜିଲ୍ଲାରେ ଆରମ୍ଭ ହୋଇଛି ସବୁଜ ମହାନଦୀ ଅଭିଯାନ। ଏହାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୌଦ୍ଧ ବନଖଣ୍ଡ ମନମୁଣ୍ଡା ରେଞ୍ଜ୍‌ରେ ଦେଉଳି ଠାରେ ମୁଖ୍ୟମନ୍ତ୍ରୀ ବୃକ୍ଷରୋପଣ କରିଛନ୍ତି।

ଏହି ଅଭିଯାନ ଜରିଆରେ ମହାନଦୀ ଓ ତେଲନଦୀ ପଠାରେ ବ୍ୟାପକ ବୃକ୍ଷରୋପଣ କରାଯିବ। ଆଜି ଗୋଟିଏ ଦିନରେ ୫ହଜାରରୁ ଅଧିକ ଗଛ ଲଗାଯାଇଥିବା ବେଳେ ଉଭୟ ନଦୀ କୂଳେକୂଳେ ଆଗକୁ ୧୧୦ କିଲୋମିଟର ବ୍ୟାପୀ ବୃକ୍ଷରୋପଣ କରାଯିବ ବୋଲି ଜଣାପଡ଼ିଛି। ସମଗ୍ର ବୌଦ୍ଧ ଜିଲ୍ଲାରେ ଏହି ଅଭିଯାନରେ ୨ଲକ୍ଷ ୨ହଜାର ବୃକ୍ଷରୋପଣ କରାଯିବା ସହିତ ୧ଲକ୍ଷ ୮୦ ହଜାର ଚାରା ବଣ୍ଟନ କରାଯିବ।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like