ହାତୀଙ୍କ ପାଇଁ ଜାରି ହେଲା ଗାଇଡଲାଇନ୍‌

ଭୁବନେଶ୍ୱର: ହାତୀ ପାଇଁ ଗାଇଡଲାଇନ୍‌।  ହାତୀଙ୍କ ଗତିବିଧି ଉପରେ ନଜର ରଖିବା ଉଦ୍ଦେଶ୍ୟରେ ବନ୍ୟପ୍ରାଣୀ ବିଭାଗ ଏହି ମାର୍ଗଦର୍ଶିକା ଜାରି କରିଛି ।

କଣ୍ଟ୍ରୋଲ ରୁମ୍ ଜରିଆରେ ହାତୀଙ୍କ ଗତିବିଧି ଉପରେ ନଜର ରଖାଯିବ। ଏହାଦ୍ୱାରା ଦିନକୁ ଦିନ ବଢୁଥିବା ହାତୀ-ମଣିଷ ଲଢେଇ ହ୍ରାସ ପାଇବ । ସବୁ ରେଞ୍ଜ ଅଫିସ୍‌ରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ରହିବ।

ପ୍ରତିଦିନ ଅପରାହ୍ନରେ ରେଞ୍ଜ ଅଫିସର ଏହାକୁ ଅନୁଧ୍ୟାନ କରିବେ । ଫରେଷ୍ଟ ଗାର୍ଡ ଓ ଫରେଷ୍ଟର ଉକ୍ତ ଅଞ୍ଚଳରେ କେତେ ହାତୀ ଅଛନ୍ତି, ସେନେଇ ରେଞ୍ଜରଙ୍କୁ ଜଣାଇବେ ।

ଆହୁରି ପଢ଼ନ୍ତୁ

କଟକରୁ ୩୮ କରୋନା ଆକ୍ରାନ୍ତ ଚିହ୍ନଟ; ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ୍

ବିଏମ୍‌ସି ଅଞ୍ଚଳରେ ସମାବେଶ ଉପରେ କଟକଣା

ସମ୍ପନ୍ନ ହେଲା ନୀଳାଦ୍ରି ବିଜେ: ନୀଳକନ୍ଦରକୁ ବାହୁଡ଼ିଗଲେ ଚତୁର୍ଦ୍ଧାମୂରତି

ବାହାଘରରେ କରୋନା କଟକଣା ଉଲ୍ଲଙ୍ଘନ: ହୋଟେଲ୍ ସିଲ୍‌, ୫ ଗିରଫ

କିଡନୀ ରୋଗ ବୃଦ୍ଧିକୁ ନେଇ ଅନୁଗୋଳ ଜିଲ୍ଲାରେ ଆତଙ୍କ

ପଜିଟିଭ୍‌ରେ ରେକର୍ଡ ଭାଙ୍ଗୁଛି ଗଞ୍ଜାମ, ମୃତ୍ୟୁରେ ବି ନମ୍ବର ଓ୍ୱାନ୍

ଖଣ୍ଡଗିରି, ଉଦୟଗିରି ଓ ଧଉଳି ସହିତ ୬ରେ ଖୋଲିବ ଓଡ଼ିଶାର କିଛି ଦର୍ଶନୀୟ ସ୍ଥାନ

ଆଜି ୨୨୯ କରୋନା ଆକ୍ରାନ୍ତ ସୁସ୍ଥ; ଗଂଜାମରୁ ସର୍ବାଧିକ

କେନ୍ ଭିତରେ ମୁଣ୍ଡ ଫସି ଛଟପଟ ହେଉଥିଲା ନାଗ; ଟିଣକୁ କାଟିବା ପରେ…

ବାହାଘର ଖୁସିରେ ଭୁଲିଗଲେ ନିୟମ; ଫାଇନ୍‌ ସହ ଥାନାରେ ମାମଲା

୧୪ ଜିଲ୍ଲାବାସୀଙ୍କ ପାଇଁ କଟକଣା, ରାଉରକେଲା ଆସିଲେ ଆଗେ କ୍ୱାରେଣ୍ଟିନ ଯିବ

କରୋନାର କରାଳ ରୂପ: ୪ ଦିନରେ ୯ ମୃତ, ୧୫୩୬ ଆକ୍ରାନ୍ତ

You might also like