ରାଜ୍ୟରେ ଖୋଲିଲା ଯୋଗକେନ୍ଦ୍ର ଓ ଜିମ୍‌ ସେଣ୍ଟର

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଖୋଲିଛି ଯୋଗକେନ୍ଦ୍ର ଏବଂ ଜିମ୍ ସେଣ୍ଟର। ମାର୍ଚ୍ଚ ମାସରେ କରୋନା ଲକ୍‌ଡାଉନ୍ ଆରମ୍ଭ ହେବା ପରଠୁ ସାରା ଦେଶରେ ବନ୍ଦ ଥିଲା ଯୋଗ ଓ ଜିମ୍ ସେଣ୍ଟର। ପ୍ରାୟ ୪ ମାସ ପରେ ସେସବୁ ଆଜି ଖୋଲିଛି।

ଏଥିପାଇଁ ସ୍ୱତନ୍ତ୍ର ଗାଇଡଲାଇନ୍ ଜାରି କରିଛନ୍ତି କେନ୍ଦ୍ର ସରକାର।

 

  • କେବଳ କଣ୍ଟେନମେଣ୍ଟ ଜୋନ୍ ବାହାରେ ଥିବା ଜିମ୍ ଓ ଯୋଗକେନ୍ଦ୍ରକୁ ଅନୁମତି ମିଳିଛି।
  • ଉଭୟ ଯୋଗ ଶିବିର ଏବଂ ଜିମ୍  ସେଣ୍ଟରରେ ୬୫ ବର୍ଷୀୟ ବୟସ୍କ ବ୍ୟକ୍ତି, ଗର୍ଭବତୀ ଓ ୧୦ ବର୍ଷରୁ କମ୍ ଶିଶୁଙ୍କ ପ୍ରବେଶ ଉପରେ କଟକଣା ରହିଛି।
  • ଯୋଗାଭ୍ୟାସ ଓ ବ୍ୟାୟାମ ବେଳେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ।
  • ଅତିକମ୍‌ରେ ୬ ଫୁଟ୍ ଦୂରତା ବଜାୟ ରଖିବାକୁ ଗାଇଡଲାଇନରେ ପରାମର୍ଶ ଦିଆଯାଇଛି।
  • ଜିମ୍ନାସିୟମ ଓ ଯୋଗକେନ୍ଦ୍ର ପରିସରରେ ଛେପ ପକାଇବା ସଂପୂର୍ଣ୍ଣ ବାରଣ କରାଯାଇଛି।
  • ବ୍ୟାୟାମ ଉପକରଣ ବ୍ୟବହାର ପୂର୍ବରୁ ହାତକୁ ସାନିଟାଇଜ୍ କରିବାକୁ ନିର୍ଦ୍ଦେଶ ରହିଛି।

 

ଆହୁରି ପଢ଼ନ୍ତୁ

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍ ପାରିତ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଅନୁସୂଚିତ ଜାତିଙ୍କ ଜମି ହଡ଼ପ ଅଭିଯୋଗ ଆଣିଲେ ପ୍ରଦୀପ ମାଝୀ

ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ବିରୋଧରେ ABVP ଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

You might also like