• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ନୂଆପଡ଼ା: ଥାନା ପଛପଟୁ ମିଳିଲା ଜଣେ ବ୍ୟକ୍ତିଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ। ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ପଛପଟେ ଥିବା ଏକ ପରିତ୍ୟକ୍ତ ଘରୁ ଏହି ମୃତଦେହ ମିଳିଛି।

ମୃତକ ଜଣଙ୍କ ଛତିଶଗଡ଼ର ବୋଲି ଜଣାପଡ଼ିଛି। ସେ ସ୍ଥାନୀୟ ଏକ ଢାବାରେ କାମ କରୁଥିଲେ।  ଲକ୍‌ଡାଉନ୍‌ ଯୋଗୁ ଢାବା ବନ୍ଦ ଥିବାରୁ ଖରିଆର୍ ରୋଡରେ ରହୁଥିଲେ।

ଗତକାଲି ମୃତଦେହକୁ ଦେଖି ସ୍ଥାନୀୟଲୋକେ ପୁଲିସ୍‌କୁ ଖବର ଦେଇଥିଲେ। ଏହାପରେ ନୂଆପଡ଼ା ଏସ୍‌ପି ବିନୀତ ଅଗ୍ରୱାଲଙ୍କ ସହ ବରିଷ୍ଠ ପୁଲିସ୍‌ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ।

ସମ୍ପୃକ୍ତ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ପୁଲିସ୍‌ ଘଟଣାର ତଦନ୍ତ କରୁଛି। ଏହି ଘଟଣାରେ ପୁଲିସ୍‌ ଏଯାଏ କାହାକୁ ଗିରଫ କରିନାହିଁ।

Half-burnt-deadbody-found-backside-of-a-police-station
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories