• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

କେନ୍ଦୁଝର ( ପ୍ରଣୟ ପାଣି) : ଦିନକୁ ଦିନ ନାବାଳିକାଙ୍କ ପ୍ରତି ଅସଦାଚରଣ ବଢ଼ିବାରେ ଲାଗିଛି। ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ନାବାଳିକାଟିଏ ଦୁଷ୍କର୍ମ ଓ ଅସଦାଚରଣର ଶିକାର ଦେଉଛି। ବିଦ୍ୟାର୍ଜନ କରିବାକୁ ଯାଉଥିବା ସ୍କୁଲ୍‌ରେ  ବି ସେ ସୁରକ୍ଷିତ ନୁହେଁ। ଏମିତି ଏକ ଖବର ଆସିଛି କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଆଶ୍ରମ ବିଦ୍ୟାଳୟରୁ।

ଏହି ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ ହୋଇଛି। ଥାନାରେ ଏତଲା ପରେ ପୁଲିସ ଅଭିଯୁକ୍ତ ପ୍ରଧାନ ଶିକ୍ଷକ ଅର୍ଜୁନ ଚରଣ ସେଠୀ ଙ୍କୁ ଅଟକ ରଖିଛି।

ଅଭିଯୋଗ ଅନୁସାରେ, ପ୍ରଧାନ ଶିକ୍ଷକ ଦୀର୍ଘ ଦିନ ଧରି ଛାତ୍ରୀଙ୍କୁ ଶାରୀରିକ ନିର୍ଯାତନା ଦେଇ ଆସୁଥିଲେ। ଏନେଇ ସେ ବିଦ୍ୟାଳୟର ଅନ୍ୟ ଶିକ୍ଷକଙ୍କୁ କହିଥିଲେ ବି ସମସ୍ତେ ଚୁପ୍‌ ରହିବାକୁ କହିଥିଲେ। ଫୋନ୍ ମାଧ୍ୟମରେ ଏବିଡିଓଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା।

ପରେ ଛାତ୍ରୀ ଜଣଙ୍କ ପରିବାର ଲୋକଙ୍କୁ କହିବାପରେ ପରିବାର ଓ ଗ୍ରାମବାସୀ ମିଳିତ ଭାବେ ଥାନାରେ ଅଭିଯୋଗ କରିଥିଲେ।

Head-master-arrest-for-misbehaving-a-girl-student
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories