ପାଚିକାଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନଶିକ୍ଷକ ଗିରଫ
ସାଲେପୁର: ସ୍କୁଲରେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରୁଥିବା ପାଚିକାଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନଶିକ୍ଷକଙ୍କୁ ଗିରଫ କରାଯାଇଛି। ସୂଚନା ଅନୁସାରେ, କଟକ ସାଲେପୁରର ଛୋଟି ନଟରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଧ୍ୟାହ୍ନ ଭୋଜନ ରୋଷେଇ କରୁଥବା ପାଚିକାଙ୍କୁ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏନେଇ ପୁଲିସ୍ ତଦନ୍ତ କରି ପ୍ରଧାନଶିକ୍ଷକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ସାଲେପୁର: ସ୍କୁଲରେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରୁଥିବା ପାଚିକାଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନଶିକ୍ଷକଙ୍କୁ ଗିରଫ କରାଯାଇଛି।
ସୂଚନା ଅନୁସାରେ, କଟକ ସାଲେପୁରର ଛୋଟି ନଟରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଧ୍ୟାହ୍ନ ଭୋଜନ ରୋଷେଇ କରୁଥବା ପାଚିକାଙ୍କୁ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା।
ଏନେଇ ପୁଲିସ୍ ତଦନ୍ତ କରି ପ୍ରଧାନଶିକ୍ଷକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।