ଅନ୍‌ଲାଇନ୍‌ କ୍ଲାସ୍‌ ଚାଲିଥିବା ବେଳେ ଗ୍ରୁପ୍‌ରେ ପଡ଼ିଲା ଅଶ୍ଲୀଳ ଫଟୋ

କଟକ: ହ୍ୱାଟ୍ସଆପ୍‌ରେ ଅନ୍‌ଲାଇନ୍‌ କ୍ଲାସ୍‌ ଚାଲିଥିବା ବେଳେ ଗ୍ରୁପ୍‌ରେ ପଡ଼ିଲା ଅଶ୍ଲୀଳ ଫଟୋ। ତା’ବି ପୁଣି ପ୍ରଧାନଶିକ୍ଷକ ନିଜେ ଏଭଳି କରିଥିବା ଅଭିଯୋଗ ହୋଇଛି। କଟକରୁ ଏଭଳି ଅଭିଯୋଗ ଆସିଛି।

ସୂଚନା ଅନୁସାରେ, ଗତ ଜୁଲାଇ ୩୦ରେ ହ୍ୱାଟ୍ସଆପ୍‌ରେ ଅନ୍‌ଲାଇନ୍‌ କ୍ଲାସ୍‌ ଚାଲିଥିବା ବେଳେ ଏକ ସରକାରୀ ସ୍କୁଲର ପ୍ରଧାନଶିକ୍ଷକ ଗ୍ରୁପ୍‌ରେ ଅଶ୍ଲୀଳ ଫଟୋ ଶେଆର୍ କରିଥିଲେ। ଏ ନେଇ ସୋସିଆଲ୍‌ ମିଡିଆରେ ପୂର୍ବତନ କର୍ପୋରେଟର୍‌ ଅଭିଯୋଗ ଆଣିଛନ୍ତି।

ଏହି ଘଟଣାକୁ ନେଇ ବର୍ତ୍ତମାନ କୌଣସି ଲିଖିତ ଅଭିଯୋଗ ଆସିନି ବୋଲି ଜିଲ୍ଲାପାଳ କହିଛନ୍ତି।ଅଭିଯୋଗ ଆସିଲେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like