ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ

ବାଲେଶ୍ୱର: ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ। ବାଲିଆପାଳ ପଞ୍ଚୁପାଲି ହାଇସ୍କୁଲର ପ୍ରଧାନଶିକ୍ଷକ ମନୋରଞ୍ଜନ ବାରିକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ପକ୍ଷରୁ ୬ଟି ସ୍ଥାନରେ ଚଢ଼ାଉ କରାଯାଉଛି।

ମନୋରଞ୍ଜନଙ୍କ ବାସଭବନ ସହ ଶେରଗଡ଼ ସ୍ଥିତ ଶ୍ୱଶୁର ଘର, ବାଲିଆପାଳର ପଞ୍ଚୁପାଲି, ଅଙ୍ଗାରଗଢ଼ିଆ, ମଣ୍ଡଗାଁରେ ଚଢ଼ାଉ ଚାଲିଛି। ବାଲେଶ୍ୱର ଭିଜିଲାନ୍ସର ୧୬ଜଣିଆ ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛନ୍ତି।

You might also like