୧୮ରେ ପୁଣି ଏକ ଲଘୁଚାପ; ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ର ତଥା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୧୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ୧୯ରୁ ୨୧ ଯାଏ ତିନିଦିନ ଧରି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ବିଶେଷତଃ ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

You might also like