ଆଜି ରାତିରୁ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଜି ରାତି ସାଢ଼େ ୧୧ଟାରୁ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ମାରିବାର ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା।

କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଗତ ୨ ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିଲା। ତେବେ ଗତକାଲି ରାଜଧାନୀ ଭୁବନେଶ୍ୱର ପାରଦ ସର୍ବାଧିକ ରହିଥିଲା। ଯାହାଫଳରେ ଦିନରେ ଗରମ ଅନୁଭବ ହୋଇଥିଲା।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like