ଲଗାଣ ବର୍ଷାରେ ମାଲକାନଗିରି ବାହ୍ୟ ଜଗତରୁ ବିଚ୍ଛିନ୍ନ

ମାଲକାନଗିରି: ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। ବିଭିନ୍ନ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି।

ପାଙ୍ଗମ, ପୋଟେରୁ, କୋଙ୍କରକୋଣ୍ଡା, MV-୩୭ ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ଅନ୍ୟାନ୍ୟ ପୋଲ ଓ ରାସ୍ତା ଉପରେ ମଧ୍ୟ ୪ରୁ ୫ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ ମାଲକାନଗିରିରୁ ଜୟପୁର, ବାଲିମେଳା ଓ କାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

ଗତକାଲି କାଙ୍କରକୋଣ୍ଡା ନଦୀ ଉପରେ ବ୍ରିଜ୍‌ ଅତିକ୍ରମ କରିବା ବେଳେ ବନ୍ୟା ପାଣିରେ ଏକ ଟ୍ରକ୍ ଭାସି ଯାଉଥିବା ଦେଖିବାକୁ ମିଳିଥିଲା। ଲଗାଣ ବର୍ଷାରେ ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ଯୋଗୁ ଗେଟ୍ ଖୋଲା ଯାଇ ଜଳ ନିଷ୍କାସନ କରାଯାଉଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like