୨୪ ଘଣ୍ଟାରେ ଗଭୀର ଅବପାତ ! ୧୩ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଅବପାତରେ ପରିଣତ ହୋଇଛି। ଆଜି ସକାଳ ୫ଟା ୩୦ରେ ସୃଷ୍ଟ ଲଘୁଚାପ ଅବପାତ ରୂପ ନେଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ସମ୍ଭାବନା ରହିଛି।

ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟଣାରୁ ୪୦୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଓଡ଼ିଶାର ୧୩ ଜିଲ୍ଲା ପାଇଁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି। କଟକ ଓ ଭୁବନେଶ୍ୱରରେ ଆକାଶ ମେଘୁଆ ସହ ଅସରାଏ ୨ ଅସରା ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like