ପ୍ରବଳ ବର୍ଷା ସମ୍ଭାବନା: ୧୫ ଜିଲ୍ଲାକୁ ସତର୍କ ସୂଚନା


ଭୁବନେଶ୍ୱର: ଆଜି ରାଜ୍ୟର ୧୫ଟି  ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ବି ମାରିବ। ଏଥିପାଇଁ ଅପରାହ୍ମ ୪ଟା ୩୦ ଯାଏ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା ।

You might also like