ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର ଓ ଭଦ୍ରକ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଉପକୂଳ ଓଡ଼ିଶାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ। ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ାର ଲଖନପୁରରେ ସର୍ବାଧିକ ୧୯୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like