ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୩ ଦିନ ପାଇଁ ଏହାର ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଏନେଇ ୭ଟି ଜିଲ୍ଲା ପାଇଁ ଅରେଞ୍ଜ୍ ଓ ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ(ପ୍ରବଳ ବର୍ଷା) ଜାରି କରାଯାଇଛି। ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡ଼ା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ(ପ୍ରବଳରୁ ଅତି ପ୍ରବଳ ବର୍ଷା) ଜାରି କରାଯାଇଛି। ସେହିପରି ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନୁଗୁଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ଼ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like