ଲଘୁଚାପ ପ୍ରଭାବରେ ୨୪ରୁ-୨୬ ଯାଏ ବର୍ଷିବ !

Weather Updates In Odisha

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ସମୁଦ୍ର ଭିତରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିପାରେ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି।

ପ୍ରଥମ ପର୍ଯ୍ୟାୟରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ପରବର୍ତ୍ତୀ ଅବସ୍ଥାରେ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟ ବର୍ଷା ହେବ।

ଜୁନ ୧ରୁ କାଲି ଯାଏ ରାଜ୍ୟରେ ସ୍ୱାଭାବିକଠୁ ୧% ବର୍ଷା କମ୍ ହୋଇଛି। ମାତ୍ର ମାଲକାନଗିରିରେ ସ୍ୱାଭାବିକ ଠାରୁ ୫୭% ଅଧିକ ବର୍ଷା ହୋଇଛି।

ପଢ଼ନ୍ତୁ: ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ !

ଆହୁରି ପଢ଼ନ୍ତୁ

୨୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଲଘୁଚାପ ପ୍ରଭାବରେ କାଲି ୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ !

ଅବପାତ ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ବଙ୍ଗୋପସାଗରରେ ଲଘୁଚାପ: ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ସମ୍ଭାବନା

କାଲିଠୁ ବଢ଼ିପାରେ ବର୍ଷାର ପରିମାଣ, ୯ ଜିଲ୍ଲାରେ ପ୍ରବଳ ବର୍ଷିବ !

ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ପୁଣି ବଙ୍ଗୋପସାଗରରେ ଲଘୁଚାପ ! ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜିଠୁ ଓଡ଼ିଶାରେ ବଢ଼ିପାରେ ବର୍ଷାର ପରିମାଣ, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଆସନ୍ତା ୫ଦିନ ଯାଏ ବର୍ଷା !

ଆସନ୍ତା ୨୪ ଘଣ୍ଟାରେ ବର୍ଷା ! ୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଓଡ଼ିଶାରେ ୩ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

You might also like