୨୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ସକ୍ରିୟ ମୌସୁମୀ ଯୋଗୁ ୨୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ସୋନପୁର, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ। ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏ ନେଇ […]
ଭୁବନେଶ୍ୱର: ସକ୍ରିୟ ମୌସୁମୀ ଯୋଗୁ ୨୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏହି ଜିଲ୍ଲା ଗୁଡ଼ିକ ହେଲା- ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ସୋନପୁର, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ। ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।