ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ଓଡ଼ିଶାରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଜି ୭ ଜିଲ୍ଲାରେ ପ୍ରବଳ ‍ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ନୂଆପଡା, ବରଗଡ଼, ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ ଓ ସମ୍ବଲପୁର। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୭ ତାରିଖ ଆଡ଼କୁ ବର୍ଷା କମିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।ତେବେ ଆସନ୍ତା ୧୯ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ

୨୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଲଘୁଚାପ ପ୍ରଭାବରେ କାଲି ୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ୨୪ରୁ-୨୬ ଯାଏ ବର୍ଷିବ !

ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ !

ଅବପାତ ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ବଙ୍ଗୋପସାଗରରେ ଲଘୁଚାପ: ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ସମ୍ଭାବନା

କାଲିଠୁ ବଢ଼ିପାରେ ବର୍ଷାର ପରିମାଣ, ୯ ଜିଲ୍ଲାରେ ପ୍ରବଳ ବର୍ଷିବ !

ପୁଣି ବଙ୍ଗୋପସାଗରରେ ଲଘୁଚାପ ! ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜିଠୁ ଓଡ଼ିଶାରେ ବଢ଼ିପାରେ ବର୍ଷାର ପରିମାଣ, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଆସନ୍ତା ୫ଦିନ ଯାଏ ବର୍ଷା !

ଆସନ୍ତା ୨୪ ଘଣ୍ଟାରେ ବର୍ଷା ! ୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଓଡ଼ିଶାରେ ୩ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

You might also like