ଆସୁଛି ଆଉ ଏକ ଲଘୁଚାପ, କାଲି ସୁଦ୍ଧା ନେବ ଅବପାତର ରୂପ

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ। ୧୧ରୁ ଓଡ଼ିଶାରେ ପ୍ରବଳ ବର୍ଷିବ। ଏ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କାଲି ସକାଳ ୧୦ ସୁଦ୍ଧା ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଅବପାତରେ ପରିଣତ ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ।

କାଳକ୍ରମେ ତୀବ୍ର ଅବପାତରେ ପରିଣତ ହୋଇ ୧୨ରେ ଆନ୍ଧ୍ର ଉପକୂଳ ଛୁଇଁବ। ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୧୧ରୁ ୧୩ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ

ନଭେମ୍ବର ପାଇଁ ଅନ୍‌ଲକ୍-୬ ଗାଇଡ୍‌ ଲାଇନ୍ ଜାରି

ଆସିଲା ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍ସ: ଜାଣନ୍ତୁ ଓଡ଼ିଶାରେ କେବେ ଖୋଲିବ ସ୍କୁଲ…

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

You might also like