ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ଆଜି ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପ୍ରବଳ ବର୍ଷା ନେଇ ମଧ୍ୟ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା-କୋରାପୁଟ, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା। ତେବେ ଗତକାଲିଠୁ ବର୍ଷାର ପରିମାଣ କମିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like