ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ହେଭିୱେଟ୍‌ଙ୍କ ଜୋରଦାର ପ୍ରଚାର

ଭୁବନେଶ୍ୱର: ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ଦଳ ପକ୍ଷରୁ ଜୋରଦାର ପ୍ରଚାର କରାଯାଉଛି। ଆଜି ପ୍ରଚାରର ଶେଷ ଦିନ ଥିବା ବେଳେ ବିଭିନ୍ନ ରାଜନୈତିକ ଦଳ ସେମାନଙ୍କର ପ୍ରଚାରକୁ ଜୋରଦାର କରିଛନ୍ତି।

ଗତକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାସୁଦେବପୁର ବିଧାନସଭା କ୍ଷେତ୍ର ଗସ୍ତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ।  ସେହିପରି ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ପୀରହାଟରେ ଆୟୋଜିତ ବିଜେପି ସଂକଳ୍ପ ସମାବେଶରେ ମଧ୍ୟ ସେ ଯୋଗ ଦେଇଥିଲେ। ସେଠାରେ କେନ୍ଦ୍ରମନ୍ତ୍ରୀ ବିଜେପି ଲୋକସଭା ପ୍ରାର୍ଥୀ ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ।

ବାଲେଶ୍ୱର ସଦର ନିର୍ବାଚନ ମଣ୍ଡଳୀ ପାଇଁ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ ପ୍ରଚାର କରିଛନ୍ତି।

ଅନ୍ୟପକ୍ଷେ, ଗତକାଲି କେନ୍ଦ୍ରାପଡ଼ାରେ ବୈଜୟନ୍ତ ପଣ୍ଡାଙ୍କ ରୋଡ୍‌ ଶୋରେ ଅଭିନେତ୍ରୀ ବିଦୁସ୍ମିତା, ତାଙ୍କ ସ୍ୱାମୀ ତଥା ବିଜେପି ନେତା ଅନନ୍ତ ଦାସ ଓ ଝିଲିକ୍‌ ଭଟ୍ଟାଚାର୍ଯ୍ୟ ସାମିଲ ହୋଇଥିଲେ।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like