ହେଭିୱେଟ୍‌ଙ୍କ ମତଦାନ

ଭୁବନେଶ୍ୱର: ଓଡ଼ିଶାରେ ଆଜି ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ବିଭିନ୍ନ ଦଳର ବଡ଼ ନେତାମାନେ ସେମାନଙ୍କର ମତଦାନ ସାବ୍ୟସ୍ତ କରିଛନ୍ତି।

ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତଦାନ କରିଥିବା ବେଳେ ତାଳଚେର ଦେଉଳବେଡ଼ା ତେଲିସାହି ପ୍ରାଥମିକ ବିଦ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ପତ୍ନୀ  ନିଜ ମତଦାନ ସାବ୍ୟସ୍ତ କରିଛନ୍ତି।

ସେହିପରି ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ମଧ୍ୟ ଭୁବନେଶ୍ୱରର ଏକ ମତଦାନ କେନ୍ଦ୍ରରେ ଭୋଟ୍‌ ଦେଇଛନ୍ତି।

ସେହିପରି ସମ୍ବଲପୁର ଲୋକସଭା ଆସନର ବିଜେଡି ପ୍ରାର୍ଥୀ ନଳିନୀ ପ୍ରଧାନ ନିଜ ଗାଁ ତୁରୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମତଦାନ ସାବ୍ୟସ୍ତ କରିଛନ୍ତି। ଢେଙ୍କାନାଳର ନିଜ ନିର୍ବାଚନମଣ୍ଡଳୀରେ ରୁଦ୍ରମାଧବ ପାଣୀ  ଭୋଟ୍ ଦେଇଛନ୍ତି।

ପୁରୀ ବିଧାନସଭା ଆସନର ବିଜେଡି ପ୍ରାର୍ଥୀ ମହେଶ୍ୱର ମହାନ୍ତି ମଧ୍ୟ ତାଙ୍କର ମତଦାନ ସାବ୍ୟସ୍ତ କରିଛନ୍ତି।

ଆହୁରି ପଢ଼ନ୍ତୁ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

You might also like