ବଗଲା ବିବାଦ: ୨୩ ପ୍ରତିପକ୍ଷଙ୍କୁ ନୋଟିସ

ପୁରୀ: ବହୁଚର୍ଚ୍ଚିତ ବଗଲା ଧର୍ମଶାଳା ଜମି ବିକ୍ରି ମାମଲାରେ ୨୩ ପ୍ରତିପକ୍ଷଙ୍କୁ ନୋଟିସ ହୋଇଛି।  ହାଇକୋର୍ଟ ସମସ୍ତ ୨୩ ଜଣ ପ୍ରତିପକ୍ଷଙ୍କୁ ନୋଟିସ କରି ପ୍ରତିଜବାବ ଦାଖଲ ପାଇଁ ନୋଟିସ କରିଛନ୍ତି।

ଶ୍ରୀମନ୍ଦିର ପ୍ରଶାସନ, ରାଜସ୍ୱ ପର୍ଷଦ ସଭ୍ୟ ସମେତ ୨୩ ପ୍ରତିପକ୍ଷଙ୍କୁ ନୋଟିସ କରାଯାଇଛି। ଏହି ୨୩ ପ୍ରତିପକ୍ଷଙ୍କ ମଧ୍ୟରେ ରହିଛନ୍ତି ଜମି କିଣିଥିବା ୬ ବ୍ୟକ୍ତିବିଶେଷ, ଜମି କିଣିଥିବା ଏକ ନିଯୋଗ,  ୫ ବ୍ୟକ୍ତିଙ୍କୁ ପ୍ରତିଜବାବ ଦାଖଲ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ପୁରୀ ବଗଲା ଧର୍ମଶାଳା ବିକ୍ରି ଅଭିଯୋଗ ପ୍ରସଙ୍ଗ ନେଇ ରାଜ୍ୟ ବିଜେପି ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଜନ ଆନ୍ଦୋଳନ ଆରମ୍ଭ କରିଥିଲା। ଡିଜିଟାଲ ପ୍ଲାଟଫର୍ମରେ ସାଧାରଣ ଲୋକେ ଧର୍ମଶାଳା ଜମି ବିକ୍ରି ନେଇ ପ୍ରତିବାଦ କରିପାରିବେ।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like