ଦୁର୍ଗା ମୂର୍ତ୍ତିର ଉଚ୍ଚତା ସମ୍ପର୍କରେ ଡିସିପିଙ୍କୁ ଜଣାଅ: ହାଇକୋର୍ଟ

କଟକ: ଦୁର୍ଗା ମୂର୍ତ୍ତିର ଉଚ୍ଚତା ସମ୍ପର୍କରେ କଟକ ଡିସିପିଙ୍କୁ ଜଣାଅ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆଜି ସଂଧ୍ୟା ୭ଟା ସୁଦ୍ଧା ତିଆରି ଚାଲିଥିବା ମୂର୍ତ୍ତି ଉଚ୍ଚତା ଜଣାଇବାକୁ କୁହାଯାଇଛି। ପ୍ରତ୍ୟେକ ପୂଜା କମିଟି ନିଜ ନିଜ ମୂର୍ତ୍ତି ଉଚ୍ଚତା ଡିସିପିଙ୍କୁ ଜଣାଇବେ। ଡିସିପିଙ୍କୁ ଜଣାଇବା ପରେ ପୁଲିସ ପୂଜା ମଣ୍ଡପ ବୁଲି ଦେଖିବେ।

କମିଟି ଆବେଦନ ଅନୁସାରେ ମୂର୍ତ୍ତି ଉଚ୍ଚତା ପାଇଁ ଅନୁମତି ଦିଆଯିବ। ଏବେ ଯେଉଁ କମିଟି ଯେତିକି ଉଚ୍ଚର ମୂର୍ତ୍ତି କରିଥିବେ, ସେତିକି ରଖିବେ। ୪ ଫୁଟ୍‌ ଉଚ୍ଚର ମୂର୍ତ୍ତି ନିର୍ଦ୍ଦେଶକୁ ନେଇ ହାଇକୋର୍ଟ ଯାଇଥିଲେ କମିଟି।

ଦୁର୍ଗାପୂଜାକୁ ନେଇ ରାଜ୍ୟ ସରକାର ଜାରି କରିଥିବା ଗାଇଡଲାଇନ୍‌କୁ ଜାରି କରିଥିଲେ। ମୂର୍ତ୍ତିର ଉଚ୍ଚତା ୪ ଫୁଟ୍‌ ରହିବା ସହିତ ପୂଜା ମଣ୍ଡପର ୩ ପାର୍ଶ୍ୱ ସଂପୂର୍ଣ୍ଣ ବନ୍ଦ ରହିବ। ଚତୁର୍ଥ ପାର୍ଶ୍ୱକୁ ଆଂଶିକ ବନ୍ଦ ରଖିବାକୁ ଗାଇଡ୍‌ଲାଇନ୍‌ରେ କୁହାଯାଇଛି। ସରକାରଙ୍କ ଏପରି ନିଷ୍ପତ୍ତିକୁ ନେଇ ବିଭିନ୍ନ ପୂଜା କମିଟି ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏନେଇ ବହୁ  ପୂଜା କମିଟି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ସହ ଜନସ୍ୱାର୍ଥ ମାମଲା ଦାୟର କରିଥିଲେ।

ଆହୁରି ପଢ଼ନ୍ତୁ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

You might also like