ବିଧାନସଭା ସମ୍ମୁଖରେ ମହିଳାଙ୍କ ବେକରେ ଛୁରୀ ଲଗାଇ ଯୁବକଙ୍କ ହାଇଡ୍ରାମା

ଭୁବନେଶ୍ୱର: କୋଭିଡ କଟକଣା ଭିତରେ ବିଧାନସଭା ମୌସୁମୀ ଅଧିବେଶନ ଚାଲିଥିବାବେଳେ ବିଧାନସଭା ସାମ୍ନାରେ ଆଜି ଜଣେ ଯୁବକଙ୍କ ଯୁବକଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ବିଧାନସଭା ସାମ୍ନା ପିଏମ୍‌ଜି ଛକରେ ଜଣେ ଯୁବକ ଜଣେ ମହିଳାଙ୍କ ବେକରେ ଛୁରି ଲଗାଇ ଧମକ ଦେଇଛନ୍ତି। ଏହି ଘଟଣା ପରେ ପିଏମ୍‌ଜି ଛକରେ ହଇଚଇ ଖେଳି ଯାଇଥିଲା।

ସେତିକି ନୁହେଁ, ଯୁବକ ଜଣକ  ମହିଳାଙ୍କ ବେକରେ ଛୁରି ଲଗାଇ କିଛି ମନ୍ତ୍ରୀଙ୍କ ନାଁ ନେଉଥିଲେ ।  ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ଶେଷରେ ବହୁ କଷ୍ଟରେ ଯୁବକ କବଳରୁ ମହିଳାଙ୍କୁ ଉଦ୍ଧାର ପୋଲିସ କରିଥିଲା।

ଏଥି ସହ ଯୁବକଙ୍କୁ ମଧ୍ୟ ନିଜ ହେପାଜତକୁ ନେଇଛି ପୋଲିସ। ତେବେ ଯୁବକ ଜଣକ କିଏ, ଏପରି କରିବା ପଛରେ ଉଦ୍ଦେଶ୍ୟ କଣ କିଛି ଜଣାପଡ଼ିନି।

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like