ବାର୍ କାଉନସିଲ୍‌କୁ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

କଟକ: ରାଜ୍ୟ ବାର୍ କାଉନସିଲ୍‌କୁ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ଥିବା  ସବୁ ଓକିଲ ସଂଘର ନିର୍ବାଚନ କରିବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣା ପଡ଼ିଛି।

ନିର୍ବାଚନ ପାଇଁ ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ କରିବାକୁ ନିର୍ଦ୍ଦେଶ ରହିଛି। ଆସନ୍ତା ଡିସେମ୍ବର ୧୫ ସୁଦ୍ଧା ନିର୍ବାଚନ ସାରି ଫଳ ଘୋଷଣା କରିବା ପାଇଁ ହାଇକୋର୍ଟ କହିଛନ୍ତି। ପୂର୍ବରୁ ୨ ଥର ଘୋଷଣା ସତ୍ତ୍ୱେ କରୋନା ପାଇଁ ନିର୍ବାଚନ ବନ୍ଦ ରହିଥିଲା।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like