• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ସମ୍ବଲପୁର: ଆସନ୍ତାକାଲି ଦିନ ୧୦ଟା ପରେ ଯେକୌଣସି ମୁହୂର୍ତ୍ତରେ ଖୋଲିବ ହୀରାକୁଦ ଜଳଭଣ୍ଡାର। କାଲି ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ଜଣାପଡ଼ିଛି।

ବର୍ତ୍ତମାନ ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦର ଜଳସ୍ତର ବଢ଼ି ଚାଲିଥିବାବେଳେ ଆସନ୍ତାକାଲି ଗେଟ୍ ଖୋଲାଯିବ ବୋଲି ସୂଚନା ମିଳିଛି। ସେଥିପାଇଁ ମହାନଦୀ ଅବବାହିକାରେ ବସବାସ କରୁଥିବା ଲୋକଙ୍କ ସୁରକ୍ଷା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସେମାନଙ୍କୁ ସଚେତନ କରାଯାଉଛି।

ସୂଚନା ଅନୁସାରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରେ ୬୧୬ ଫୁଟ ଜଳ ଥିବାବେଳେ ୬୩୦ ଫୁଟ୍ ସର୍ବାଧିକ ଜଳଧାରଣ କ୍ଷମତା ରହିଛି।

Hirakud-dam-to-release-seasons-first-flood-water-tomorrow
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories